Masthead

ଚିତାଙ୍କୁ ସ୍ଥାନାନ୍ତର କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିତା ମୃତ୍ୟୁ ନେଇ ଉଦବେଗ ପ୍ରକାଶ କଲେ ସୁପ୍ରିମକୋର୍ଟ । ମଧ୍ୟପ୍ରଦେଶର କୁନୋ ପାର୍କରେ ରହିଥିବା ଅତିଥି ଚିତାଙ୍କୁ ରାଜସ୍ଥାନକୁ ସ୍ଥାନାନ୍ତର କରିବା ଲାଗି ଦେଇଛନ୍ତି ପରାମର୍ଶ । ଜଷ୍ଟିସ ବି.ଆର. ଗଭାଇ ଓ ଜଷ୍ଟିସ ସଞ୍ଜୟ କାରୋଲଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭିନ୍ନ ବିଶେଷଜ୍ଞ ଓ ତଥ୍ୟକୁ ଆଧାର କରି ଚିତାମାନଙ୍କୁ ସ୍ଥାନାନ୍ତର କରିବା ଲାଗି ପରାମର୍ଶ ଦେଇଛନ୍ତି ।

ଅଧିକ ସଂଖ୍ୟକ ଚିତାଙ୍କ ଲାଗି ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କ ପ୍ରଯୁଜ୍ୟ ନୁହେଁ ବୋଲି କୋର୍ଟ କହିଛନ୍ତି । ଚିତାଙ୍କ ମୃତ୍ୟୁର କାରଣ ସମ୍ପର୍କରେ ଟାକ୍ସଫୋର୍ସ ଅନୁଧ୍ୟାନ କରୁଛି ଏବଂ ସେମାନଙ୍କୁ ଅନ୍ୟତ୍ର ନେବା ଲାଗି ଯୋଜନା ଚାଲିଛି ବୋଲି କହିଥିଲେ ଅତିରିକ୍ତ ସଲିସିଟର ଜେନେରାଲ ଐଶ୍ବର୍ୟ୍ୟା ଭଟ୍ଟି । କିଛି ଦିନ ପୂର୍ବରୁ ପୃଥକ ପୃଥକ ଭାବେ ୩ ଟି ଚିତାର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା