ଚିତାଙ୍କୁ ସ୍ଥାନାନ୍ତର କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିତା ମୃତ୍ୟୁ ନେଇ ଉଦବେଗ ପ୍ରକାଶ କଲେ ସୁପ୍ରିମକୋର୍ଟ । ମଧ୍ୟପ୍ରଦେଶର କୁନୋ ପାର୍କରେ ରହିଥିବା ଅତିଥି ଚିତାଙ୍କୁ ରାଜସ୍ଥାନକୁ ସ୍ଥାନାନ୍ତର କରିବା ଲାଗି ଦେଇଛନ୍ତି ପରାମର୍ଶ । ଜଷ୍ଟିସ ବି.ଆର. ଗଭାଇ ଓ ଜଷ୍ଟିସ ସଞ୍ଜୟ କାରୋଲଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭିନ୍ନ ବିଶେଷଜ୍ଞ ଓ ତଥ୍ୟକୁ ଆଧାର କରି ଚିତାମାନଙ୍କୁ ସ୍ଥାନାନ୍ତର କରିବା ଲାଗି ପରାମର୍ଶ ଦେଇଛନ୍ତି ।

ଅଧିକ ସଂଖ୍ୟକ ଚିତାଙ୍କ ଲାଗି ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କ ପ୍ରଯୁଜ୍ୟ ନୁହେଁ ବୋଲି କୋର୍ଟ କହିଛନ୍ତି । ଚିତାଙ୍କ ମୃତ୍ୟୁର କାରଣ ସମ୍ପର୍କରେ ଟାକ୍ସଫୋର୍ସ ଅନୁଧ୍ୟାନ କରୁଛି ଏବଂ ସେମାନଙ୍କୁ ଅନ୍ୟତ୍ର ନେବା ଲାଗି ଯୋଜନା ଚାଲିଛି ବୋଲି କହିଥିଲେ ଅତିରିକ୍ତ ସଲିସିଟର ଜେନେରାଲ ଐଶ୍ବର୍ୟ୍ୟା ଭଟ୍ଟି । କିଛି ଦିନ ପୂର୍ବରୁ ପୃଥକ ପୃଥକ ଭାବେ ୩ ଟି ଚିତାର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’