Masthead

ପୁଅକୁ ନେଇ ନବୀନଙ୍କୁ ଭେଟାଇଲେ ସୁର, ସାଙ୍ଗରେ ଥିଲେ 5-ଟି ସଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜନୀତିରେ ଏକାଥରେ ଏଂଟ୍ରି କରିବେ ସୁରଙ୍କ ଦୁଇ ପୁଅ । ଜଣେ ଲଢିବେ ଲୋକସଭା, ଜଣେ ବିଧାନସଭା । ଏକଥା ଘୋଷଣା କରି ଆଉ ନିର୍ବାଚନ ଲଢିବେ ନାହିଁ ବୋଲି କହିଛନ୍ତି ଜଟଣୀ ବିଧାୟକ । ତେବେ ଏହି ଘୋଷଣାର ଠିକ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ସୁର ରାଉତରାୟ । ପାଖରେ ଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ । ସୁରଙ୍କ ସାଙ୍ଗରେ ଥିଲେ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ । ତେବେ ଏହି ସାକ୍ଷାତକୁ ନେଇ ବିଧାୟକ କହିଛନ୍ତି, ଏହା ରାଜନୈତିକ ନୁହେଁ, ସଂପୂର୍ଣ୍ଣ ସୌଜନ୍ୟମୂଳକ । ବଡ଼ ପୁଅ ପର୍ବତ ଆରୋହଣରେ ସଫଳତା ହାସଲ କରିଛି । ସେହି ବିଷୟରେ ଆଲୋଚନା ହେଲା । ମୁଁ କଂଗ୍ରେସରେ ଅଛି । ପିଲାମାନେ ବି କଂଗ୍ରେସରେ ରହିବେ । ଜଟଣୀରୁ ସାନ ପୁଅ ମନ୍ମଥ ଲଢିବେ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା