Masthead

ସୁରଙ୍କ ଶେଷ ବିଧାନସଭା..କିଛି ସ୍ମୃତି କିଛି ଅନୁଭୂତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୧୯ ବିଧାନସଭାର ଥିଲା ଶେଷ ଅଧିବେଶନ । ଏହି ଅଧିବେଶନ କିଛି ନେତାଙ୍କ ପଲିଟିକାଲ କ୍ୟାରିଆରର ଶେଷ ଅଧିବେଶନ । ସୁର ରାଉତରାୟ । ୧୯୭୭ରୁ ବିଧାନସଭାକୁ ଆସିଥିବା ୬ ଥରର ବିଧାୟକ । ବିଧାନ ସଭାରେ ପ୍ରବଶେ କଲାବେଳେ ହୋଇଥିଲେ ଭାବବିହ୍ୱଳ ।

କାନ୍ଦି ପକାଇଲେ ସୁର । ଗଣତନ୍ତ୍ରର ମନ୍ଦିର କୁହାଯାଉଥିବା ବିଧାନସଭାକୁ ମୁଣ୍ଡିଆ ମାରି କରିଥିଲେ ପ୍ରବେଶ । ଆଉ କହିଥିଲେ ଆଜି ମୋର ଶେଷ । ଆଉ ଆସିବିନି ବିଧାନସଭା । ଆଗକୁ ମୋ ଦୁଇ ପୁଅ ଲଢିବେ । ବିଧାନସଭା ଆସିବେ । କିନ୍ତୁ ବିଧାନସଭାର ପ୍ରତି ମୁହୂର୍ତ୍ତ ମନେ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ