Masthead

ବାଚସ୍ପତି ପାଇଁ ସୁରମା ପାଢ଼ୀଙ୍କ ନାଁ ଘୋଷଣା କଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢୀ । ବିଜେପି ବିଧାୟକ ଦଳ ବୈଠକରେ ବାଚସ୍ପତି ପ୍ରାର୍ଥୀ ଭାବେ ବିଧାୟିକା ସୁରମା ପାଢୀଙ୍କ ନାଁରେ ବାଜିଲା ମୋହର । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ଓ ବିଜେପିର ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଆଜି ବାଚସ୍ପତି ପ୍ରାର୍ଥୀ ପାଇଁ ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ ଦୀର୍ଘସମୟ ଧରି ମାନସମନ୍ଥନ ଚାଲିଥିଲା । ଏହି ବୈଠକରେ ସର୍ବସମ୍ମତି କ୍ରମେ ସୁରମା ପାଢୀଙ୍କ ନାଁରେ ମୋହର ବାଜିଛି । ବିଧାୟକ ଦଳ ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା