Masthead

ସୁରମା ପାଢ଼ୀ ବାଚସ୍ପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚିତ । ସୁରମା ପାଢ଼ୀ ନିର୍ଦ୍ବନ୍ଦ୍ବରେ ବାଚସ୍ପତି ଭାବେ ନିର୍ବାଚିତ । କାମଚଳା ବାଚସ୍ପତିଙ୍କ ଠାରୁ ଦାୟିତ୍ବ ଗ୍ରହଣ କଲେ । ଦାୟିତ୍ବ ଗ୍ରହଣ ପରେ ଗୃହ ପରିଚାଳନା କଲେ ବାଚସ୍ପତି । ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ ।  ସୁରମା ପାଢୀ ୨୦୦୪ ମସିହାରେ ବିଧାୟିକା ଭାବେ ନିର୍ବାଚିତ ହେବା ସହ ମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ । ଏବେ ବାଚସ୍ପତି ଭାବେ ମଧ୍ୟ ଗୁରୁଦାୟିତ୍ୱ ତୁଲାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ସୁରମା ପାଢୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ