Masthead

ସୁରମା ପାଢ଼ୀ ବାଚସ୍ପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚିତ । ସୁରମା ପାଢ଼ୀ ନିର୍ଦ୍ବନ୍ଦ୍ବରେ ବାଚସ୍ପତି ଭାବେ ନିର୍ବାଚିତ । କାମଚଳା ବାଚସ୍ପତିଙ୍କ ଠାରୁ ଦାୟିତ୍ବ ଗ୍ରହଣ କଲେ । ଦାୟିତ୍ବ ଗ୍ରହଣ ପରେ ଗୃହ ପରିଚାଳନା କଲେ ବାଚସ୍ପତି । ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ ।  ସୁରମା ପାଢୀ ୨୦୦୪ ମସିହାରେ ବିଧାୟିକା ଭାବେ ନିର୍ବାଚିତ ହେବା ସହ ମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ । ଏବେ ବାଚସ୍ପତି ଭାବେ ମଧ୍ୟ ଗୁରୁଦାୟିତ୍ୱ ତୁଲାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ସୁରମା ପାଢୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ