Masthead

ପଲିଟିକ୍ସରେ ଏଣ୍ଟ୍ରି କରିବେ ସୁରଙ୍କ ପୁଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଲିଟିକ୍ସକୁ ଏଣ୍ଟ୍ରି କରିବେ ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ଦୁଇ ପୁଅ । ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ଲୋକସଭା ପାଇଁ ଓ ସାନ ପୁଅ ମନ୍ମଥ ରାଉତରାୟ ବିଧାନସଭା ପାଇଁ ଲଢିବେ । ଏଭଳି ବଡ଼ ବୟାନ ଦେଇଛନ୍ତି ସୁର ରାଉତରାୟ । କହିଛନ୍ତି, ମୁଁ ଆଉ ଲଢିବିନି, ପୁଅ ଲଢିବ । ଆଉ ନିର୍ବାଚନ ଲଢ଼ିବେନି ସୁର। ସେ କହିଛନ୍ତି ମୋତେ ୮୦ ହେଲାଣି, ମୋ ସାନ ପୁଅ କଂଗ୍ରେସ ଟିକେଟରୁ ଲଢ଼ିବ ଏବଂ ବଡ଼ ପୁଅ ଲୋକସଭା ପାଇଁ ଲଢିବ । ମୁଁ ୫୫ ବର୍ଷ କଂଗ୍ରେସରେ ରହିଛି, ସାନ ପୁଅ କଂଗ୍ରେସରୁ ଲଢ଼ିବ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ