Masthead

ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ସହାୟତା

ଗୁଜୁରାଟ(ବଡ଼ ଖବର ବ୍ୟୁରୋ):  ଗୁଜୁରାଟ ସୁରତରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ସୁରତ ସହରରେ ୧୫ ଜଣ ପ୍ରବାସୀ ଶ୍ରମିକଙ୍କ ଉପରେ ଟ୍ରକ ଚଢ଼ିଯିବାରୁ ଘଟଣା ସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ଫୁଟପାଥରେ ଶୋଇଥିବା ବେଳେ ଶ୍ରମିକଙ୍କ ଉପରେ ଏହି ଟ୍ରକ ଚଢିଯାଇଥିଲା । ସମସ୍ତ ଶ୍ରମିକ ରାଜସ୍ତାନର ବୋଲି ପୋଲିସ ସୂଚନା ଦେଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହ ଆହତ ଲୋକଙ୍କ ପରିବାରକୁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ଟ୍ୱିଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି