Masthead

ରାହୁଲ ଗାନ୍ଧିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ । ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ସୁରଟ କୋର୍ଟ । ସଙ୍ଗେ ସଙ୍ଗେ ମିଳିଲା ବେଲ୍ । ମୋଦି ସରନେମ୍ ବୟାନରେ ସୁରଟ କୋର୍ଟଙ୍କ ରାୟ ଶୁଣାଇଛନ୍ତି । କର୍ଣ୍ଣାଟକର କୋଲାରରେ ୨୦୧୯ ଏପ୍ରିଲ ୧୩ ରେ ନିର୍ବାଚନୀ ରାଲିରେ ବୟାନ ଦେଇଥିଲେ ରାହୁଲ ଗାନ୍ଧି । କହିଥିଲେ ରାଲିରେ କହିଥିଲେ ନୀରବ ମୋଦି, ଲଳିତ ମୋଦି, ନରେନ୍ଦ୍ର ମୋଦି ଙ୍କ ଟାଇଟଲ ସମାନ କାହିଁକି । ୨୦୧୯ ନିର୍ବାଚନ ରାଲିରେ ଦେଇଥିବା ବୟାନ ଉପରେ ମାନହାନୀ ମାମଲା ରୁଜୁ ହୋଇଥିଲା । ଏଜି ଏହାର ଶୁଣାଣି ଥିଲା । ଶୁଣାଣି ବେଳେ ରାହୁଲ ଗାନ୍ଧୀ କୋର୍ଟରେ ଉପସ୍ଥିତ ରହିଥିଲେ ।

ଆଜି ଏହାର ଶୁଣାଣି ଥିଲା । ଶୁଣାଣି ବେଳେ ରାହୁଲ ଗାନ୍ଧୀ କୋର୍ଟରେ ଉପସ୍ଥିତ ରହିଥିଲେ । ରାଲି ବେଳେ ରାହୁଲ କହିଥିଲେ, ସବୁ ଚୋରଙ୍କର ସରନେମ ମୋଦୀ କାହିଁକି ହୋଇଥାଏ । ଏହି ବୟାନକୁ ନେଇ ବିବାଦ ଦେଖିବାକୁ ମିଳିଥିଲା । ରାହୁଲଙ୍କ ଏହି ବୟାନ ପୂରା ମୋଦୀ ସମାଜ ପ୍ରତି ଅପମାନ ବୋଲି ଦର୍ଶାଇ ବିଜେପି ବିଧାୟକ ପୁର୍ଣ୍ଣେଶ ମୋଦୀ ଏକ ମାନହାନି ମାମଲା ରୁଜୁ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି