ଅଗ୍ନିକାଣ୍ଡରେ ଜଳିଗଲା ସୁରେନ୍ଦ୍ର ଗୁପ୍ତାଙ୍କ ଘର

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୬ ନମ୍ବର ୱାର୍ଡ ଶାସ୍ତ୍ରୀ ନଗର ଠାରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ସୁରେନ୍ଦ୍ର ଗୁପ୍ତାଙ୍କ ଘର ଅଜବେଷ୍ଟ ସମ୍ପୂର୍ଣ୍ଣ ଜଳିଯାଇଛି । ତେବେ ବିଳମ୍ବିତ ରାତିରେ କିପରି ଅଗ୍ନିକାଣ୍ଡ ଘଟିଲା ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

ଅଗ୍ନିକାଣ୍ଡ ପରେ ମଧ୍ୟ ଘରେ ବିଦ୍ୟୁତ ଥିଲା ତେଣୁ ଏହା ସର୍ଟ ସର୍କିଟ ନୁହେଁ ବୋଲି ସୁରେନ୍ଦ୍ର ଗୁପ୍ତାଙ୍କ ପୁଅ ଅନୁପ ଗୁପ୍ତା କହିଛନ୍ତି କ୍ଷ ଏଥି ସହିତ ପ୍ରଶାସନ ଏହାର ତଦନ୍ତ କରୁବୋଲି ଅନୁପ ଜୋର୍ ଦେଇଛନ୍ତି, ସୂଚନା ଅନୁଯାୟୀ କେହି ଜଣେ ଦୁର୍ବୃତ୍ତ ନିଆଁ ଲଗାଇଛି ବୋଲି ଅନୁମାନ କରୁଛନ୍ତି କ୍ଷ ତେବେ ଦମକଳବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ କୌଣସି ଆସବାବ ପାତ୍ର ରକ୍ଷା କରାଯାଇ ପାରିନାହିଁ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!