Masthead

ମୁଁ ଇସ୍ତଫା ଦେବା ଭୁଲ ଖବର: ସୁରେଶ ଗୋପୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେରଳରୁ ପ୍ରଥମ ବିଜେପି ସାଂସଦ ସୁରେଶ ଗୋପୀ, ରବିବାର ମୋଦୀଙ୍କ ଶପଥ ପାଠ ଉତ୍ସବରେ ମନ୍ତ୍ରୀ ପଦର ଶପଥ ଗ୍ରହଣ କଲେ । ଏବେ ମନ୍ତ୍ରୀ ପଦ ଛାଡିବାକୁ କହୁଛନ୍ତି ବୋଲି ଖବର ଚର୍ଚ୍ଚା ହେଉଥିଲା । କିନ୍ତୁ ଏହି ଖବର ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି ସୁରେଶ ଗୋପୀ ।

ସୁରେଶ ଗୋପୀ ଟୁଇଟ କରି କହିଛନ୍ତି ଯେ ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରୁ ମୁଁ ଇସ୍ତଫା ଦେବାକୁ ଯାଉଛି ବୋଲି କିଛି ମିଡିଆ ପ୍ଲାଟଫର୍ମ ଭୁଲ ଖବର ପ୍ରଚାର କରୁଛି। ଏହା ସମ୍ପୂର୍ଣ୍ଣ ଭୁଲ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ନେତୃତ୍ୱରେ ଆମେ କେରଳର ବିକାଶ ଏବଂ ସମୃଦ୍ଧତା ପାଇଁ ପ୍ରତିବଦ୍ଧ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି