ମୁଁ ଇସ୍ତଫା ଦେବା ଭୁଲ ଖବର: ସୁରେଶ ଗୋପୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେରଳରୁ ପ୍ରଥମ ବିଜେପି ସାଂସଦ ସୁରେଶ ଗୋପୀ, ରବିବାର ମୋଦୀଙ୍କ ଶପଥ ପାଠ ଉତ୍ସବରେ ମନ୍ତ୍ରୀ ପଦର ଶପଥ ଗ୍ରହଣ କଲେ । ଏବେ ମନ୍ତ୍ରୀ ପଦ ଛାଡିବାକୁ କହୁଛନ୍ତି ବୋଲି ଖବର ଚର୍ଚ୍ଚା ହେଉଥିଲା । କିନ୍ତୁ ଏହି ଖବର ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି ସୁରେଶ ଗୋପୀ ।

ସୁରେଶ ଗୋପୀ ଟୁଇଟ କରି କହିଛନ୍ତି ଯେ ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରୁ ମୁଁ ଇସ୍ତଫା ଦେବାକୁ ଯାଉଛି ବୋଲି କିଛି ମିଡିଆ ପ୍ଲାଟଫର୍ମ ଭୁଲ ଖବର ପ୍ରଚାର କରୁଛି। ଏହା ସମ୍ପୂର୍ଣ୍ଣ ଭୁଲ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ନେତୃତ୍ୱରେ ଆମେ କେରଳର ବିକାଶ ଏବଂ ସମୃଦ୍ଧତା ପାଇଁ ପ୍ରତିବଦ୍ଧ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ