Masthead

କେତେ କୋହଳ ହେବ କାଲି କହିବେ ସୁରେଶ ମହାପାତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହେବନି ଅନଲକ୍ । ବର୍ତ୍ତମାନ ରାଜ୍ୟରେ ସେଭଳି ସ୍ଥିତି ଉପୁଜିନାହିଁ । ଅଗଷ୍ଟ ମାସ ପାଇଁ ଆସନ୍ତାକାଲି ଗାଇଡଲାଇନ ଘୋଷଣା ହେବ । ସେ ନେଇ କମିଟି ନିଷ୍ପତି ନେବେ । କଟକ ଓ ଭୁବନେଶ୍ୱରରେ କରୋନା ସ୍ଥିତି ସ୍ଥିର ରହିଛି ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେପଟେ ଅନଲକ ପ୍ରକ୍ରିୟା ଜାରି ହୋଇଥିଲେ ମଧ୍ୟ ନିର୍ଦ୍ଦିଷ୍ଟ କିଛି ସଂସ୍ଥା ପାଇଁ ଏପର୍ଯ୍ୟନ୍ତ ଅନୁମତି ମିଳିନି । ରେସ୍ତୋରାଁରେ ବସି ଖାଇବାର ଅନୁମତି ନାହିଁ ।

ସେହିପରି ବିବାହ ବ୍ରତଘରରେ ଭୋଜିଭାତ ଅନୁମତି ନଥିବାରୁ ଟେଣ୍ଟ, କ୍ୟାଟରିଂ ଆଦି ବ୍ୟବସାୟୀ ମାନେ ବି ହାତ ବାନ୍ଧି ବସିଛନ୍ତି । ମଲ୍, ସିନେମା ହଲ୍ ଗୁଡ଼ିକ ବି ବନ୍ଦ ରହିଛି । ତିନି ମାସ ହେବ ରୋଜଗାର ହରାଇ ଏହି ସବୁ କ୍ଷେତ୍ରର ଲୋକମାନଙ୍କ ଅବସ୍ଥା ଶୋଚନୀୟ ହୋଇଛି । ଏଭଳି ସମୟରେ ଅନଲକ ନେଇ କି ନିଷ୍ପତ୍ତି ନେବେ ରାଜ୍ୟ ସରକାର ଗାଇଡ୍ ଲାଇନ ଉପରେ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ