Masthead

‘ଜବରଦଖଲ କୋଠାରେ ବୁଲିବ ବୁଲଡୋଜର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । କହିଲେ ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର । ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ । ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ ବୋଲି କହିଛନ୍ତି ମନ୍ତ୍ରୀ ।

ଆଗରୁ ଖାଲି ଗରିବଙ୍କ ଘର ଭଙ୍ଗା ହେଉଥିଲା । ଏବେ ବଡ଼ ବଡ଼ିଆଙ୍କ ଭଙ୍ଗାହେବ । ୪ ଡିସିମିଲ୍ ଜାଗାରେ କୁଡ଼ିଆ କରି ରହୁଥିବା ଗରିବ ଜବରଦଖଲକାରୀ ନୁହଁ । ଅଧିକ ଜାଗା ଜବରଦଖଲ କରି ଅଟ୍ଟାଳିକା ନିର୍ମାଣ କରିଥିଲେ ଭଙ୍ଗାଯିବ ବୋଲି କହିଛନ୍ତି ସୁରେଶ ପୂଜାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ