Masthead

ମେଡ଼ିସିନ ଭେଜାଲ, ମେଡିକାଲରେ ଡାକ୍ତର, ନର୍ସ ନାହାନ୍ତି: ସୁରେଶ ରାଉତରାୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଲୋକେ ଲାଇନରେ ଠିଆହୋଇ ମଲେଣି । ରାଜସ୍ଥାନ ଭଳି ରାଜ୍ୟ ସ୍ୱାସ୍ଥ୍ୟସେବା ପାଇଁ ୨୫ ଲକ୍ଷ ଟଙ୍କା ଦେଇଥିବା ବେଳେ ଓଡ଼ିଶା ସରକାର ୫ ଲକ୍ଷ ଦେଇ ବାଃ ବାଃ ନେଉଛନ୍ତି । ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି ସୁରେଶ ରାଉତରାୟ । ସେଇ ୫ଲକ୍ଷ ଟଙ୍କା ବି ଲୋକେ ପାଉନଥିବା କହିଛନ୍ତି ସୁର ରାଉତରାୟ ।

ରାଜ୍ୟରେ ମେଡ଼ିସିନ ଭେଜାଲ । ମେଡିକାଲରେ ଡାକ୍ତର, ନର୍ସ ନାହାନ୍ତି । ଜାପାନ ଯାଇ ମଉଜ କରୁଛନ୍ତି ଓଡ଼ିଶାର ଅଫିସର । ଭଲ ହୋଟେଲରେ ଖାଇ ପିଇ ଟୁରିଷ୍ଟ ସ୍ପଟ ବୁଲୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଜୋକର ଭଳିଆ ଡ୍ରେସ ପିନ୍ଧାଇ ବୁଲାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ