Masthead

ମେଡ଼ିସିନ ଭେଜାଲ, ମେଡିକାଲରେ ଡାକ୍ତର, ନର୍ସ ନାହାନ୍ତି: ସୁରେଶ ରାଉତରାୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଲୋକେ ଲାଇନରେ ଠିଆହୋଇ ମଲେଣି । ରାଜସ୍ଥାନ ଭଳି ରାଜ୍ୟ ସ୍ୱାସ୍ଥ୍ୟସେବା ପାଇଁ ୨୫ ଲକ୍ଷ ଟଙ୍କା ଦେଇଥିବା ବେଳେ ଓଡ଼ିଶା ସରକାର ୫ ଲକ୍ଷ ଦେଇ ବାଃ ବାଃ ନେଉଛନ୍ତି । ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି ସୁରେଶ ରାଉତରାୟ । ସେଇ ୫ଲକ୍ଷ ଟଙ୍କା ବି ଲୋକେ ପାଉନଥିବା କହିଛନ୍ତି ସୁର ରାଉତରାୟ ।

ରାଜ୍ୟରେ ମେଡ଼ିସିନ ଭେଜାଲ । ମେଡିକାଲରେ ଡାକ୍ତର, ନର୍ସ ନାହାନ୍ତି । ଜାପାନ ଯାଇ ମଉଜ କରୁଛନ୍ତି ଓଡ଼ିଶାର ଅଫିସର । ଭଲ ହୋଟେଲରେ ଖାଇ ପିଇ ଟୁରିଷ୍ଟ ସ୍ପଟ ବୁଲୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଜୋକର ଭଳିଆ ଡ୍ରେସ ପିନ୍ଧାଇ ବୁଲାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ