Masthead

ଆନ୍ଧ୍ର ଆସି ଘର ବାଣ୍ଟିଲେଣି, ଆମେ କରୁଛୁ କ’ଣ: ସୁରେଶ ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ କୋଟିଆ ନଯିବା ଲଜ୍ଜା ଜନକ । ଆନ୍ଧ୍ରାର ଉପମୁଖ୍ୟମନ୍ତ୍ରୀ ଆସି ଘର ବାଣ୍ଟିଲେଣି, ଜମି ଯୋଗାଇଲେଣି, ପିଇବା ପାଣି ଯୋଗାଇ ଲାଣି, ସ୍କୁଲ ଘର ଯୋଗାଇଲେଣି, ଆମ ମୁଖ୍ୟମନ୍ତ୍ରୀ ନଯିବା ଲଜ୍ଜା ଜନକ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ମୁଖ୍ୟମନ୍ତ୍ରୀ ସବୁଆଡେ ଯାଉଛନ୍ତି, ଦୋକାନ ଉଦଘାଟନ କରିବାକୁ ଯାଉଛନ୍ତି, ସେ କୋଟିଆ କାହିଁକି ଯିବେ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି