Before Header

ବିରୁଡ଼ି ଆକ୍ରମଣରେ ସରପଞ୍ଚ ମୃତ

0 121

ଜଗନ୍ନାଥପ୍ରସାଦ (ବଡ଼ ଖବର ବ୍ୟୁରୋ): ବିରୁଡି ଆକ୍ରମଣରେ  ସରପଞ୍ଚ ମୃତ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ କୁଡୁତାଇ ପଞ୍ଚାୟତରେ ।  ଜମିରେ ଚାଷ କରୁଥିବା ବେଳେ ମାଟିତଳୁ  ବିରୁଡ଼ି ବାହାରି ସରପଞ୍ଚ ସନତ କୁମାର ପ୍ରଧାନଙ୍କୁ ଆକ୍ରମଣ କରିଥିଲେ । ତାଙ୍କୁ ଗ୍ରାମବାସୀ ଉଦ୍ଧାର କରି ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଚିକିସ୍ଥାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.