Masthead

ବଢ଼ିଲା ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ଦରମା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବଢ଼ିଲା ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ, ଭତ୍ତା । ଜିଲ୍ଲା ପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା ବୃଦ୍ଧି ହୋଇଛି । ଜିଲ୍ଲା ପରିଷଦ ସଭାପତି ଏଣିକି ମାସିକ ପାଇବେ ୩୦ ହଜାର । ଜିଲ୍ଲା ପରିଷଦ ଉପସଭାପତି ମାସିକ ପାଇବେ ୨୦ ହଜାର ଟଙ୍କା ।

ଜିଲ୍ଲା ପରିଷଦ ସଭ୍ୟଙ୍କ ମାସିକ ପାରିତୋଷିକ ହେଲା ୧୦ ହଜାର । ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ମାସକୁ ପାଇବେ ୧୫ ହଜାର । ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଓ ସମିତି ସଭ୍ୟ ୭୫୦୦ ଟଙ୍କା ପାଇବେ । ସରପଞ୍ଚ ପାଉଥିଲେ ୨୩୫୦, ଏବେ ପାଇବେ ମାସିକ ୧୦ ହଜାର । ନାଏବ ସରପଞ୍ଚ ୯୪୦ ପାଉଥିଲେ, ଏବେ ପାଇବେ ୪ ହଜାର ଟଙ୍କା । ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବରଙ୍କ ଦୈନିକ ଭତ୍ତା ୪୮୦କୁ ବୃଦ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ