Masthead

ରୋହିତ ବାହିନୀ ଆଗରେ କଙ୍ଗାରୁ ଦଳର ଆତ୍ମସମର୍ପଣ

ନାଗପୁର(ବଡ଼ ଖବର ବ୍ୟୁରୋ): ୨୦୨୩ ବର୍ଡର- ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚରେ ବିଶାଳ ବିଜୟ ହାସଲ କରିଛି ରୋହିତ ବାହିନୀ । ଏକ ଇନିଂସ ଓ ୧୩୨ ରନରେ କଙ୍ଗାରୁ ଦଳକୁ ପରାସ୍ତ କରିଛି ଭାରତ । ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ପ୍ରଥମ ଇନିଂସରେ ମାତ୍ର ୧୭୭ ରନ୍ ସ୍କୋର କରିପାରିଥିଲା। ଜବାବରେ ଭାରତୀୟ ଦଳ ପ୍ରଥମ ଇନିଂସରେ ୪୦୦ ରନ୍ ସଂଗ୍ରହ କରି କଙ୍ଗାରୁ ଦଳକୁ ୨୨୩ ରନର ଟାର୍ଗେଟ ଦେଇଥିଲା ।

ତେବେ ଦ୍ୱିତୀୟ ଇନିଂସରେ ଟିମ ଅଷ୍ଟ୍ରେଲିଆ ମାତ୍ର ୯୧ ରନ୍ ସ୍କୋର କରିବାରେ ସମର୍ଥ ହୋଇଥିଲା। ଏହା ସହ ଟିମ୍ ଇଣ୍ଡିଆ ଚାରି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଇନିଂସରେ ଭାରତ ପାଇଁ ଅଶ୍ୱିନ ଚମତ୍କାର ବୋଲିଂ କରିଥିଲେ। ସେ ମାତ୍ର ୩୭ ରନ୍ ଦେଇ ପାଞ୍ଚଟି ୱିକେଟ୍ ନେଇଥିଲେ। ଏଥି ସହିତ ଷ୍ଟିଭ ସ୍ମିଥ ଅଷ୍ଟ୍ରେଲିଆ ପାଇଁ ସର୍ବାଧିକ ଅପରାଜିତ ୨୫ ରନ ସ୍କୋର କରିଥିଲେ। ତାଙ୍କ ବ୍ୟତୀତ ଅଷ୍ଟ୍ରେଲିଆର କୌଣସି ବ୍ୟାଟ୍ସମ୍ୟାନ୍ ଭାରତୀୟ ସ୍ପିନରଙ୍କ ସାମ୍ନାରେ ଅଧିକ ସମୟ ଟେକି ପାରିନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା