Masthead

ଦର୍ଶକଙ୍କ ମନୋରଞ୍ଜନ କରିବ ‘ସୂର୍ଯ୍ୟକିରଣ’

ଅହମ୍ମଦାବାଦ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ -୨୦୨୩ର ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ଦକ୍ଷିଣ ଆଫ୍ରିକାକୁ ୩ ୱିକେଟରେ ପରାସ୍ତ କରିଛି । ଏହା ସହ ଅଷ୍ଟ୍ରେଲିଆ ଫାଇନାଲରେ ପ୍ରବେଶ କରିଛି। ଟାଇଟଲ ମ୍ୟାଚରେ ଟିମ୍ ଇଣ୍ଡିଆ ସହିତ ମୁହାଁମୁହିଁ ହେବେ। ରବିବାର ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହେଲାଣି ।

ଫାଇନାଲ ମ୍ୟାଚରେ ଭାରତୀୟ ବାୟୁସେନାର ସୂର୍ୟ୍ୟକିରଣ ଏରୋବେଟିକ୍ ଦଳ ଏୟାର ସୋ’ କରିବେ । ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଫାଇନାଲ ମ୍ୟାଚ୍ ଖେଳା ହେବା ପୂର୍ବରୁ ମୋଟେରାରେ ଏହି ଦଳ ୧୦ ମିନିଟ୍ ଧରି ଏୟାର ସୋ’ କରି ଦର୍ଶକଙ୍କ ମନୋରଞ୍ଜନ କରିବେ । ଏଥିପାଇଁ ଆଜି ଓ ଆସନ୍ତାକାଲି ଦୁଇ ଦିନ ଅଭ୍ୟାସ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ