Masthead

ଖାକିର ତଦନ୍ତ ଖାକି କେମିତି କରିବ: ସାଲୁଜା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପ୍ରସଙ୍ଗ। ହାଇକୋର୍ଟଙ୍କ ତତ୍ତ୍ଵାବଧାନରେ ଏସଆଇଟି ଗଠନ କରି ତଦନ୍ତ କରିବା ସହ ଏହି ତଦନ୍ତରେ ଭଟଲି ବିଧାୟକ ସୁଶାନ୍ତ ସିଂ ଙ୍କୁ ପରିସର ଭୂକ୍ତ କରିବା କୁ ଦାବି କଲେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା। ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୩୦ ଦିନ ହଲୋଣି । କିନ୍ତୁ କ୍ରାଇମବ୍ରାଞ୍ଚ କୌଣସି ଟେର ପାଉନି । କ୍ରାଇମବ୍ରାଞ୍ଚ ଉପରେ ଆଉ ଭରସା ନାହିଁ । କାହିଁକି ହତ୍ୟା ହୋଇଛି ରାଜନୈତିକ ଉଦ୍ଦେଶ୍ୟ ନା ବ୍ୟବସାୟିକ ହତ୍ୟା ।

ଖାକି ର ତଦନ୍ତ ଖାକି କିପରି କରିବ ବୋଲି ପ୍ରଶ୍ନ କଲେ ସାଲୁଜା । ନବ ଦାସଙ୍କ କକା କହିଛନ୍ତି ଷଡ଼ଯନ୍ତ୍ର ହୋଇଛି ଏପରିକି ସରକାର ଅର୍ଥାତ ରାଜସ୍ୱ ମନ୍ତ୍ରୀ ମଧ୍ୟ କହିଛନ୍ତି ଷଡ଼ଯନ୍ତ୍ର ହୋଇଛି । ତା ସାମ୍ରାଜ୍ୟ କୁ ଦଖଲ ପାଇଁ ବର୍ତ୍ତମାନ ସେଠି ଗଣ୍ଡଗୋଳ ହେଉଛି । ଭଟଲି ବିଧାୟକ ସୁଶାନ୍ତ ସିଂ ଓ ମନ୍ତ୍ରୀ ନବ ଦାସ ଙ୍କ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ଚାଲିଛି । ତେଣୁ ନବ ଦାସଙ୍କ ହତ୍ୟାକାଣ୍ଡ ରେ ଭଟଲି ବିଧାୟକ ସୁଶାନ୍ତ ସିଂ ଙ୍କୁ ତଦନ୍ତ ପରିସର ଭୁକ୍ତ କରଯାଉ ବୋଲି ଦାବି କଲେ ସାଲୁଜା । ତେଣୁ ଏସଆଇଟି ତଦନ୍ତ ହେଉ ବୋଲି ଦାବି କରିଛନ୍ତି ସାଲୁଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି