Masthead

ଗୌରୀ ସାୱନ୍ତଙ୍କ ସଂଘର୍ଷର କାହାଣୀ କହିବେ ସୁସ୍ମିତା ସେନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):  ଫିଲ୍ମ ‘ତାଲି’କୁ ନେଇ ଶିରୋନାମାରେ ରହିଛନ୍ତି ବଲିଉଡ ଅଭିନେତ୍ରୀ ତଥା ପୂର୍ବତନ ମିସ୍ ୟୁନିଭର୍ସ ସୁସ୍ମିତା ସେନ୍ ।ଟ୍ରାନ୍ସଜେଣ୍ଡର କାର୍ଯ୍ୟକର୍ତ୍ତା ଗୌରୀ ସାୱନ୍ତଙ୍କ ଭୁମିକାରେ ନଜର ଆସିବେ ସୁସ୍ମିତା । ପୂର୍ବରୁ ଫିଲ୍ମର ଟିଜର ରିଲିଜ ହୋଇଥିବା ବେଳେ ଏବେ ଫିଲ୍ମର ଟ୍ରେଲର ରିଲିଜ ହୋଇଛି । ସେପଟେ ସୁସ୍ମିତା ମଧ୍ୟ ନିଜ ସୋସିଆଲ ମିଡିଆରେ ଏହାକୁ ସେୟାର କରିଛନ୍ତି । ଏବଂ ଲେଖିଛନ୍ତି , ଗୌରୀ ଆସି ଯାଇଛି ସ୍ୱାଭିମାନ, ସମ୍ମାନଏବଂ ସ୍ୱତନ୍ତ୍ରତାର କାହାଣୀ ନେଇ ।ସେୟାର ପରେ ଫ୍ୟାନ୍ସ ଏବଂ ତାରକା ମାନେ ଏହାକୁ ଲାଇକ୍ କରିବା ସହ ପ୍ରତିକ୍ରିୟା ଦେଇଛନ୍ତି । ଏହି ଚଳଚ୍ଚିତ୍ରକୁ ଜାତୀୟ ପୁରସ୍ମାର ପ୍ରାପ୍ତ  ନିର୍ଦ୍ଦେଶକରବି ଯାଦବ ନିର୍ଦ୍ଦେଶନା ଦେଇଛନ୍ତି । ଅଗଷ୍ଟ ୧୫ରେ ଜିଓ ସିନେମାରେ ଫିଲ୍ମ ଫ୍ରି ଷ୍ଟ୍ରିମିଙ୍ଗ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ