Masthead

ଗୌରୀ ସାୱନ୍ତଙ୍କ ସଂଘର୍ଷର କାହାଣୀ କହିବେ ସୁସ୍ମିତା ସେନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):  ଫିଲ୍ମ ‘ତାଲି’କୁ ନେଇ ଶିରୋନାମାରେ ରହିଛନ୍ତି ବଲିଉଡ ଅଭିନେତ୍ରୀ ତଥା ପୂର୍ବତନ ମିସ୍ ୟୁନିଭର୍ସ ସୁସ୍ମିତା ସେନ୍ ।ଟ୍ରାନ୍ସଜେଣ୍ଡର କାର୍ଯ୍ୟକର୍ତ୍ତା ଗୌରୀ ସାୱନ୍ତଙ୍କ ଭୁମିକାରେ ନଜର ଆସିବେ ସୁସ୍ମିତା । ପୂର୍ବରୁ ଫିଲ୍ମର ଟିଜର ରିଲିଜ ହୋଇଥିବା ବେଳେ ଏବେ ଫିଲ୍ମର ଟ୍ରେଲର ରିଲିଜ ହୋଇଛି । ସେପଟେ ସୁସ୍ମିତା ମଧ୍ୟ ନିଜ ସୋସିଆଲ ମିଡିଆରେ ଏହାକୁ ସେୟାର କରିଛନ୍ତି । ଏବଂ ଲେଖିଛନ୍ତି , ଗୌରୀ ଆସି ଯାଇଛି ସ୍ୱାଭିମାନ, ସମ୍ମାନଏବଂ ସ୍ୱତନ୍ତ୍ରତାର କାହାଣୀ ନେଇ ।ସେୟାର ପରେ ଫ୍ୟାନ୍ସ ଏବଂ ତାରକା ମାନେ ଏହାକୁ ଲାଇକ୍ କରିବା ସହ ପ୍ରତିକ୍ରିୟା ଦେଇଛନ୍ତି । ଏହି ଚଳଚ୍ଚିତ୍ରକୁ ଜାତୀୟ ପୁରସ୍ମାର ପ୍ରାପ୍ତ  ନିର୍ଦ୍ଦେଶକରବି ଯାଦବ ନିର୍ଦ୍ଦେଶନା ଦେଇଛନ୍ତି । ଅଗଷ୍ଟ ୧୫ରେ ଜିଓ ସିନେମାରେ ଫିଲ୍ମ ଫ୍ରି ଷ୍ଟ୍ରିମିଙ୍ଗ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ