Masthead

ପୂଜକଙ୍କ ଆତ୍ମହତ୍ୟା

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ପୂଜକ ଭାବେ କାମ କରୁଥିବା ଯୁବକ । ଅନୁଗୋଳ ଜିନ୍ଦଲ କାରଖାନା ନିକଟରେ ମନ୍ଦିରରେ ପୂଜକ ଭାବେ କାମ କରୁଥିଲେ ସେ । ପୂଜକ ଜଣଙ୍କ ଘର ସାଲେପୁର ଅଞ୍ଚଳରେ ବୋଲି ଜଣାପଡିଛି । ଘଟଣାସ୍ଥଳରେ, ନିଶାଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଜଣକ ପାଖରୁ ସୁସାଇଡ୍ ନୋଟ ଜବତ କରାଯାଇଛି । ପ୍ରେମ ପାଇଁ ଆତ୍ମହତ୍ୟା କରିଥିବା ଜଣାପଡିଛି ତେବେ ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ମୃତଦେହ ପଠାଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ