Masthead

ଯୁବତୀଙ୍କ ଆତ୍ମହତ୍ୟା

ରାଇଘର(ବଡ଼ ଖବର ବ୍ୟୁରୋ): ଗଛରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ସହ ହାତଲେଖା ଚିଠି, ଜଣେ ଯୁବକଙ୍କ ଫୋଟ ଜବତ କରିଛି କୁନ୍ଦେଇ ପୋଲିସ ।ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ କସକଙ୍ଗା ପଞ୍ଚାୟତ ଜୋଡାପାରା ଗ୍ରାମରେ କୁରାବେଡା ପଞ୍ଚୟତର ଆଦିବାସୀ ସୋନପୁର ଗ୍ରାମର ସରତ ଗଣ୍ଡଙ୍କ ଝିଅ ରାଇବତୀ ଗଣ୍ଡ ।ବୟସ ୧୯ବର୍ଷ । କସକଙ୍ଗା ପଞ୍ଚାୟତ ଜୋଡାପାରା ଗାଁ ନିକଟସ୍ଥ କରଞ୍ଜି ଗଛରେ ଝୁଲନ୍ତା ଶବ ଦେଖି ଲୋକମାନେ ପୋଲିସକୁ ଖବର ଦେଇଥିଲୋ ପୋଲିସ ପହଞ୍ଚି ଯୁବତୀଙ୍କ ମୃତ ଦେହ, ହାତ ଲେଖା ଚିଠି , ଜଣେ ଯୁବକଙ୍କର ପାସ ଫୋଟ ଜବତ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା