କୌଣସି ପୂର୍ବ ଶତ୍ରୁତା ପାଇଁ ହତ୍ୟା କରାଯାଇଥିବା ସନ୍ଦେହ

ଆଠଗଡ(ବଡ଼ ଖବର ବ୍ୟୁରୋ): ଆଠଗଡ ନିର୍ବାଚନ ମଣ୍ଡଳୀ ଓରଦା ପଞ୍ଚାୟତ ବାଳି ହରିଜନ ସାହି ରେ ଅଭାବନୀୟ ଘଟଣା, ରକ୍ତାନ୍ତ ଅବସ୍ଥାରେ ଯୁବକ ଙ୍କ ମୃତ ଦେହ ସାହି କୋଠଘର ବରଣ୍ଡାରେ ପଡିଥିବା ଦେଖିବାକୁ ମିଳିଛି। ମୃତ ଯୁବକ ଙ୍କ ନାମ ମୋହନ ନାୟକ-୩୫ ବୋଲି ଜଣାପଡିଛି। ଖବର ପାଇଁ ଗୁରୁଝାଟିଆ ପୋଲିସ ପହଞ୍ଚି ତଦନ୍ତ ଜାରିରଖିଛି। କୌଣସି ପୂର୍ବଶତ୍ରୁତା ପାଇଁ ଏହି ପରି ଘଟଣା ଘଟିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ