Masthead

ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା, କ୍ରୀଡ଼ା ଶିକ୍ଷକଙ୍କ ଘରେ ପହଞ୍ଚିଲା ପୋଲିସ

ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା । ଗୋକନ ସ୍କୁଲ କ୍ରୀଡ଼ା ଶିକ୍ଷକଙ୍କ ଘରେ ପହଞ୍ଚିଲା ପୋଲିସ । ଜଗତସିଂହପୁର ଥାନା ଛେଳିଆଗଡ଼ା ଗାଁରେ କଟକ ପୋଲିସ । କ୍ରୀଡ଼ା ଶିକ୍ଷକ ଓ ତାଙ୍କ ମା’ଙ୍କୁ ପୋଲିସର ପଚରାଉଚରା । ପଚରାଉଚରା ସହ ଉଭୟ ମା’, ପୁଅଙ୍କ ବୟାନ ରେକର୍ଡ । ଦଶମ ଶ୍ରେଣୀ ଛାତ୍ରୀର ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ମୃତ୍ୟ ପରେ ଏକ ଚିଠି ଓ ଅଡିଓ ଭାଇରାଲ ହୋଇଥିଲା । ମାହାଙ୍ଗାର ଜଣେ ବିଜେଡି ନେତାଙ୍କ ଅଡିଓ ଭାଇରାଲ ହୋଇଥିଲା । ଭାଇରାଲ ଅଡିଓ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ କଟକ ଏସପି । ଜଣେ ଅତିରିକ୍ତ ଏସପିଙ୍କୁ ଘଟଣାର ତଦନ୍ତ ଦାୟିତ୍ୱ ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ