Masthead

କୋଏମ୍ବାଟୁରରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କୋଏମ୍ବାଟୁରରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ । ୩ ଦିନ ପରେ ଗାଁରେ ପହଞ୍ଚିଲା ମୃତଦେହ । ମୃତ ଶ୍ରମିକ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମହାଜନଗୁଡା ଗାଁର ମହେନ୍ଦ୍ର ବେଶ୍ରା । କୋଏମ୍ବାଟୁରର କାଦୁବାଟି ପାଦିୟମ ଜଗନ୍ନାଥ ଟେକ୍ସ ଟାଇଲରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ସେଠାରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଦେହ ଉଦ୍ଧାର କରି ଠିକାସଂସ୍ଥା ପକ୍ଷରୁ ଆମ୍ବୁଲାନ୍ସ ଯୋଗେ ଗାଁକୁ ପଠାଯାଇଛି । ତେବେ କ୍ଷତିପୂରଣ ଦାବିରେ ପରିବାର ପକ୍ଷରୁ ମହାଜନଗୁଡା ନିକଟ ଜାତୀୟ ରାଜପଥ ଅବରୋଧ । ଫଳରେ ଭବାନୀପାଟଣା ଜୟପୁର ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର