Masthead

ଫେମସ୍ ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଫେମସ୍ ଡିଜେ ଆଜେକ୍ସ ବା ଅକ୍ଷୟ କୁମାରଙ୍କ ସନ୍ଦେହଜନକ ମୃତ୍ୟୁ। । ଖାରବେଳନଗର ସ୍ଥିତ ନିଜ ଘରେ ବେଡ଼ସିଟ୍ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା। କବାଟ ଭାଙ୍ଗି ଝୁଳନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କଲେ ପରିବାର ଲୋକେ। ଗତକାଲି ବିଳମ୍ବିତ ସନ୍ଧ୍ୟାରେ ଘଟିଛି ଘଟଣା। ଗତକାଲି ଝଡ଼ ବର୍ଷା ବେଳେ କରେଣ୍ଟ ଯିବା ପରେ ନିଜ ରୁମରେ ଅକ୍ଷୟ କୁମାର ଆତ୍ମହତ୍ୟା କରିଥିବା ସୂଚନା ଦେଇଛନ୍ତି ତାଙ୍କ ଦାଦା। କରେଣ୍ଟ ଅସିବା ପରେ ଅକ୍ଷୟଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ। ପରେ ତାଙ୍କୁ ଉଦ୍ଧାର କରି ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣାକରିଥିଲେ। ତେବେ ମୃତ୍ୟୁ ପଛର କାରଣ ବର୍ତ୍ତମାନ ସୁଦ୍ଧା ଜଣା ପଡି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ