Masthead

ଡାକ୍ତରୀଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ଗଞ୍ଜାମ  (ବଡ଼ ଖବର ବ୍ୟୁରୋ):  ଡାକ୍ତରୀଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ଏମକେସିଜି ମେଡିକାଲ କଲେଜର ଛାତ୍ରୀ ସୁଭାନି ପଟ୍ଟନାୟକ । ମୃତ ଛାତ୍ରୀଙ୍କ ଘର ଗଞ୍ଜାମର ପୁରୁଷୋତ୍ତମପୁର । ସିନିୟର ରେସିଡେଣ୍ଟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । କଲେଜର ଏସଆର ହଷ୍ଟେଲରୁ ମୃତଦେହ ଉଦ୍ଧାର । ପ୍ରାଥମିକ ତଦନ୍ତ ପରେ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା