Masthead

ସନ୍ଦେହଜନକ ମୃତ୍ୟୁ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ମିଳିଛି ଆଉ ଏକ ନିଖୋଜ ଶିଶୁର ମୃତ ଦେହ । ଗାଁ କୂଅରୁ ମିଳିଛି ମୃତ ଦେହ । ଘଟଣାଟି ଘଟିଛି ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଖଙ୍କିରା ଗ୍ରାମର ଚନ୍ଦନ ସାହୁଙ୍କ ପୁଅ କାଳିଆ ସାହୁ । କାଳିଆ ବୁଧବାର ଠାରୁ ନିଖୋଜ ଥିଲା । ଶିଶୁଟି ଗାଁ ଦାଣ୍ଡରେ ଖେଳୁଥିବା ବେଳେ ହଠାତ୍ ନିଖୋଜ ହୋଇଯାଇଥିଲା । ପରିବାର ଲୋକଙ୍କ ଖୋଜା ଖୋଜି ପରେ ମଧ୍ୟ କୌଣସି ଖବର ମିଳିନଥିଲା । କେହି ଅପହରଣ କରିନେଇଥିବା ପରିବାର ଲୋକେ ସନ୍ଦେହ କରିଥିଲେ । ତିନି ବର୍ଷର ଏହି ଶିଶୁର ମୃତଦେହ ଘର ଠାରୁ ଶହେ ମିଟର ଦୂର ଏକ କୂଅରୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ