Masthead

ସ୍ୱାଧୀକାର ଭଙ୍ଗ ନୋଟିସ, ଜୋରଦାର ବିରୋଧ କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ଶାସକ ବିରୋଧୀ ମୁହାଁମୁହିଁ । ଗୃହରେ ପୂରା ସରଗରମ ସ୍ଥିତି । ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ବିରୋଧୀଙ୍କ ସ୍ୱାଧୀକାର ଭଙ୍ଗ ନୋଟିସ । ସୋମବାର ଦେଇଥିବା ବିବୃତିରେ ଜନବିରୋଧୀ ଶବ୍ଦକୁ ନେଇ ଆପତ୍ତି । ବିରୋଧୀଙ୍କ ଦାବି ଆମକୁ ଜନବିରୋଧୀ କହିଥିବାରୁ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ । ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିରୋଧୀ ଦଳ ନେତା ଉଠାଇଦେଲେ ବଡ଼ ପ୍ରଶ୍ନ ।

ଯାହାର ଜୋରଦାର ବିରୋଧ କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ । ବିରୋଧୀ ଦଳର ନେତାଙ୍କ ବିରୋଧରେ ସ୍ୱାଧୀକାର ଭଙ୍ଗ ଆଣିବି । ଗୃହର ବାଚସ୍ପତିଙ୍କ ପୋଡିୟମ ଆଗରେ ଉଭୟ ଶାସକ ବିରୋଧୀଙ୍କ ହଙ୍ଗାମା ।ଜୟ ନାରାୟଣଙ୍କ ବିବୃତି ଗୃହର ବିବରଣୀରୁ ବାଦ । ଗଣମାଧ୍ୟମରେ ଏହା ନ ଯିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ । ଗୃହ ୪ଟା ଯାଏ ମୁଲତବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ