Masthead

ଆର ପାରିରେ ସ୍ୱରୂପ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆର ପାରିରେ ସ୍ୱରୂପ ନାୟକ । ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ । ଦୀର୍ଘଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ ସ୍ୱରୂପ । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।ବହୁ ଓଡିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ପରଲୋକରେ ସାରା ଓଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଛି । ସେ ଅନେକ ଓଡ଼ିଆ ଫିଲ୍ମରେ ଅଭିନୟ ମଧ୍ୟ କରିଥିଲେ । ୧୯୪୭ ଫେବୃଆରୀ ୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ସ୍ୱରୂପ ନାଏକ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ