Masthead

ଶ୍ୱେତା ଆତ୍ମହତ୍ୟା ମାମଲା, ଗିରଫ ହେଲା ସୌମ୍ୟଜିତ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ଇଞ୍ଜିନିୟର ଶ୍ୱେତା ମୃତ୍ୟୁକୁ ପୂରିଛି ୬ ମାସ । ଆଜି ଭୋରୁ ସମ୍ବଲପୁର ବଂଶୀଧର ନଗରସ୍ଥିତ ଘରୁ ସୌମ୍ୟଜିତଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୁଲିସ୍‌। ସୌମ୍ୟଜିତ ବଂଶୀଧର ନଗରସ୍ଥିତ ନିଜ ଘରେ ଥିଲେ । ସେଠାରେ ପହଞ୍ଚିଥିଲା ଚନ୍ଦ୍ରଶେଖରପୁର ଥାନାର ୫ ଜଣିଆ ପୁଲିସ୍‌ ଟିମ୍‌ । ସେଠାରୁ ସୌମ୍ୟଜିତଙ୍କୁ ଗିରଫ କରି ପୁଲିସ୍‌ ବରେଇପାଲ୍ଲୀ ଥାନାକୁ ନେଇଥିଲା।

ସେଠାରେ ଔପଚାରିକତା ସାରିବା ପରେ ସୌମ୍ୟଜିତଙ୍କୁ ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ଅଣାଯାଉଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରୁଥିଲେ। ଗିରଫଦାରୀରୁ ବର୍ତ୍ତିବା ପାଇଁ ସୌମ୍ୟଜିତ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ମାତ୍ର ତାହା ଖାରଜ ହୋଇଯିବାରୁ ଆଜି ତାଙ୍କୁ ଗିରଫ କରିଛି କମିଶନରେଟ ପୁଲିସ୍‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା