Masthead

ସ୍ୱିଗି ବୟର ଡ୍ରାମା, ପ୍ରେମ ବ୍ୟାପାରକୁ ନେଇ ଷଡ଼ଯନ୍ତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ୱିଗି ଡେଲିଭରି ବଏ ଅପହରଣ ମାମଲା ଏବେ ଭିନ୍ନ ମୋଡ଼ ନେଇଛି। ଭଏସ ମେସେଜ ଦ୍ୱାରା ନିଜକୁ ଅପହରଣ କରାଯାଇଥିବା କହୁଥିବା ପତିତପାବନ ପୃଷ୍ଟି ଓରଫ ଚିକୁ ନିଜେ ଏହି ଅପହରଣ ନାଟକ କରିଥିବା ଜଣା ପଡ଼ିଛି । ଏହି ନାଟକ ଆଳରେ ଚିକୁ ଗୋପ ଥାନା ଅନ୍ତର୍ଗତ ବେଦପୁର ଗ୍ରାମର ସୋନିଙ୍କ ସହ କେଉଁଆଡ଼େ ଫେରାର ହୋଇଯାଇଥିବା ସୂଚନା ମିଳିଛି।

ତେବେ ଚିକୁର ସ୍ତ୍ରୀ ଏବଂ ଫେରାର ଥିବା ସୋନିର ବାପା ପୃଥକ ଭାବେ ଧଉଳି ଏବଂ ଗୋପ ଥାନାରେ କରିଥିବା ଅଭିଯୋଗ ଆଧାରରେ ବିଭିନ୍ନ ଜାଗାରେ ଚଢ଼ାଉ କରିଛି ପୋଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା