Masthead

ଇସ୍ରାଏଲ ରକେଟ୍ ମାଡ଼ରେ ସିରିଆର ୨ଟି ପ୍ରମୁଖ ଏୟାରପୋର୍ଟରେ ବ୍ୟାପକ କ୍ଷୟକ୍ଷତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ସିରିଆକୁ ବ୍ୟାପିଲା ଯୁଦ୍ଧର ନିଆଁ। ସିରିଆର ଦୁଇଟି ଏୟାରପୋର୍ଟ ଉପରେ ଇସ୍ରାଏଲର ଆକ୍ରମଣ । ଫଳରେ ସିରିଆ ରାଜଧାନୀ ଡାମାସକସ୍ ଓ ଆଲେପ୍ପୋରେ ଇସ୍ରାଏଲ୍ ରକେଟ୍ ମାଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି ।  ଦୁଇଟି ଯାକ ବିମାନବନ୍ଦରରେ ଏକା ସାଙ୍ଗରେ ବହୁସଂଖ୍ୟକ ରକେଟ୍ ଖସିଥିଲା । ଏଥିରେ ରନୱେ ବ୍ୟାପକ କ୍ଷତିଗ୍ରସ୍ତ ହେବା ଯୋଗୁଁ ଏୟାରପୋର୍ଟକୁ ବନ୍ଦ ରଖାଯାଇଛି । ଗାଜା ସଂକଟରୁ ଧ୍ୟାନ ହଟାଇବା ପାଇଁ ଇସ୍ରାଏଲ୍ ଏଭଳି ଆକ୍ରମଣ କରିଥିବା ସିରିଆ ଅଭିଯୋଗ କରିଥିବା ବେଳେ ଇସ୍ରାଏଲ୍ ଏନେଇ ବିଧିବଦ୍ଧ ଭାବେ କୌଣସି ପ୍ରତିକ୍ରିୟା ରଖିନି । ତେବେ କିଛି ଦିନ ତଳେ ସିରିୟା ପଟୁ ଇସ୍ରାଏଲକୁ ରକେଟ୍ ମାଡ଼ ହୋଇଥିଲା ଏବଂ ଏହା ତାହାର ଜବାବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା