Masthead

ଟି -୨୦ ଦଳର ଅଧିନାୟିକା କରୋନା ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା କବଳରେ ଭାରତୀୟ ମହିଳା ଟି -୨୦ ଦଳର ଅଧିନାୟିକା ହରମନପ୍ରୀତ । ସାମାନ୍ୟ ଲକ୍ଷଣ ଅନୁଭବ କରିବା ପରେ ସେ କୋଭିଡ ଟେଷ୍ଟ କରାଇଥିଲା । ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ମାର୍ଚ୍ଚ ୧୭ ରେ ପଞ୍ଚମ ଓଡିଆଇରେ ଆହତ ହେବା ପରେ ଲଷ୍ନୌରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି -୨୦ ସିରିଜରେ ଖେଳି ନ ଥିଲେ ହରମନପ୍ରୀତ । ସୋମବାର ସାମାନ୍ୟ ଜ୍ୱରରେ ଆକ୍ରାନ୍ତ ହେବା ପରେ କରୋନା ପରୀକ୍ଷା କରାଇଥିଲେ।

ମଙ୍ଗଳବାର ସକାଳେ ରିପୋର୍ଟ ପଜିଟିଭ ଆସିଛି । ଚାରିଦିନ ହେବ ତାଙ୍କର ସାମାନ୍ୟ ଜ୍ୱର ହୋଇଥିଲା । ତେଣୁ ପରୀକ୍ଷା କରିବା ଭଲ ବୋଲି ସେ ଭାବିଥିଲେ। ସେ ଖୁବଶୀଘ୍ର ସୁସ୍ଥ ହେବା ଉଚିତ ବୋଲି ସାଥୀ ଖେଳାଳିମାନେ କହିଛନ୍ତି । ହରମନପ୍ରୀତ କହିଛନ୍ତି ଯେ ଦକ୍ଷିଣ ଆଫ୍ରିକା ସିରିଜରେ ସେ ନିୟମିତ କରୋନା ପରୀକ୍ଷା କରାଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ