Masthead

ଟି-୨୦ ବିଶ୍ୱକପର ଫାଇନାଲ, ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଟି-୨୦ ବିଶ୍ୱକପର ଫାଇନାଲ । ଟାଇଟଲ ପାଇଁ ପଡିଆରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା । ରାତି ୮ଟାରେ ବାରବାଡୋସରେ ଖେଳାଯିବ ମ୍ୟାଚ୍ । ସ୍ଥାନୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାର୍ବାଡୋସରେ ହେବାକୁ ଥିବା ଏହି ମ୍ୟାଚକୁ ବର୍ଷା ଧୋଇଦେବା ଆଶଙ୍କା ରହିଛି । ପୂର୍ବରୁ ମଧ୍ୟ ୱାର୍ଲଡ କପର ବହୁ ମ୍ୟାଚ ବର୍ଷା ବାଧିତ ହୋଇଛି ।

ତେଣୁ ଆଜିର ମ୍ୟାଚ ବର୍ଷା ଯୋଗୁଁ ବାଧିତ ହେଲେ ରିଜର୍ଭ ଡେକୁ ଘୁଞ୍ଚିଯିବ ମ୍ୟାଚ । ଜୁନ ୩୦ ତାରିଖରେ ରିଜର୍ଭ ଡେ ରଖାଯାଇଛି । ଯଦି ମ୍ୟାଚ ୧୦-୧୦ ଓଭର ଖେଳାନ ଯାଏ ତେବେ ରିଜର୍ଭ ଡେକୁ ସିଫ୍ଟ ହୋଇଯିବ । ଆଇସିସିର ନିୟମ ଅନୁସାରେ ଫାଇନାଲ ମ୍ୟାଚ ହୋଇନପାରିଲେ କିମ୍ବା ଟାଇ ସ୍ଥିତି ହେଲେ ସୁପର ଓଭର ଖେଳାଯାଇଥାଏ । ଯଦି ରିଜର୍ଭ ଡେରେ ମଧ୍ୟ ଫଳାଫଳ ବାହାରିନପାରିଲେ ଦୁଇ ଦଳକୁ ଯୁଗ୍ମ ବିଜେତା ଭାବେ ଘୋଷଣା କରାଯିବ ବୋଲି ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା