Masthead

ଟି-ଟ୍ୱେଣ୍ଟି ବିଶ୍ୱକପ: ଆଜି ସ୍କଟଲାଣ୍ଡକୁ ଭେଟିବ ଟିମ ଇଣ୍ଡିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଟି-ଟ୍ୱେଣ୍ଟି ବିଶ୍ୱକପରେ ଆଜି ସ୍କଟଲାଣ୍ଡକୁ ଭେଟିବ ଟିମ୍ ଇଣ୍ଡିଆ । ସନ୍ଧ୍ୟା ୭ଟାରେ ଦୁବାଇରେ ଖେଳାଯିବ ଏହି ମ୍ୟାଚ । ଆଜିର ମ୍ୟାଚକୁ ଜିତି ସେମିଫାଇନାଲ ପ୍ରବେଶ କରିବା ଲକ୍ଷ୍ୟରେ ଟିମ ଇଣ୍ଡିଆ । ଚଳିତ ଟି-୨୦ ବିଶ୍ବକପରେ ପ୍ରଥମ ଦୁଇଟି ମ୍ୟାଚରେ ଶୋଚନୀୟ ପରାଜୟ ହୋଇଥିଲା । ତୃତୀୟ ମ୍ୟାଚରେ ଆଫଗାନିସ୍ତାନ ବିପକ୍ଷରେ ଏକ ଦମଦାର ବିଜୟ ଲାଭ କରିଥିଲା ଭାରତ। କର ବା ମର ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ସେମିଫାଇନାଲ ଯିବା ଆଶା ଉଜ୍ଜିବୀତ ରଖିଛି ଟିମ୍ ଇଣ୍ଡିଆ ।

ଆଫଗାନିସ୍ତାନ ବିପକ୍ଷରେ ଉଭୟ ବ୍ୟାଟିଂ ଓ ବୋଲିଂରେ ଭଲ ପ୍ରଦର୍ଶନ କରିଥିଲା ଭାରତ । ବ୍ୟାଟିଂ କ୍ଷେତ୍ରରେ ଦୁଇ ଓପନର ରୋହିତ ଶର୍ମା ଓ କେ ଏଲ ରାହୁଲ ଶତକୀୟ ପାର୍ଟନରସିପ୍ କରିଥିଲେ । ଏହାପରେ ଋଷଭ ପନ୍ତ ଓ ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ଧୁଆଁଧାର ଫିନିସିଂ କରିଥିଲେ । ତେବେ ଆଫଗାନିସ୍ତାନ ବିପକ୍ଷରେ ବିଜୟ ପରେ ଆଜି ସ୍କଟଲାଣ୍ଡ ବିପକ୍ଷରେ ମଧ୍ୟ ସେହି ଫର୍ମ ବଜାୟ ରଖିବାକୁ ଚେଷ୍ଟା କରିବ ବିରାଟ ବ୍ରିଗେଡ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା