Masthead

ବିଜୟ ଖୁସିରେ ଶୂନ୍ୟରେ ଗୁଳିଚଳାଇଲା ତାଲିବାନ, ଅନେକ ଲୋକଙ୍କ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ତାଲିବାର ଦଖଲ ପରେ ପରିସ୍ଥତି କେତେ ଖରାପ ହୋଇଛି ତାହା ସମଗ୍ର ବିଶ୍ୱ ଦେଖୁଛି । ଗୋଟିଏ ପଟେ ତାଲିବାନ ନିଜର ଚେହେରାକୁ ସାରା ବିଶ୍ୱରେ ସଜାଡିବାକୁ ଚେଷ୍ଟା କରୁଥିବା ବେଳେ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା ।

ତେବେ ତାଲିବାନ ପଞ୍ଜଶିର କବଜା କରିବା ପରେ ବିଜୟ ଉତ୍ସବ ପାଳନ କରୁଥିଲା । ଏବଂ ଶୂନ୍ୟରେ ଗୁଳିଚାଳନା କରୁଥିଲା । ହେଲେ ଏହି ଗୁଳିଚାଳନାରେ ଅନେକ ଲୋକଙ୍କ ସହ ଛୋଟ ପିଲାମାନେ ମଧ୍ୟ ମରିଯାଇଥିବାର କଥା ସାମ୍ନାକୁ ଆସିଛି । ଅପରପକ୍ଷେ ତାଲିବାନର ବିଜୟ ଉତ୍ସବ ସାଧାରଣ ଲୋକଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ