Masthead

ତାଳଚେର ଭୂକମ୍ପ ଜୋନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଅନୁଗୁଳ ଜିଲ୍ଳାର ତଳେଚେର ବ୍ଲକ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳକୁ କେନ୍ଦ୍ରସରକାରଙ୍କ ଏନଡିଏମଏ ଓ ବିଏମଟିପିସି ସଂସ୍ଥା ପକ୍ଷରୁ ଭୁକମ୍ପ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି । ୨୦୦୬ ମସିହାରେ ଏହା ଚିହ୍ନଟ ହୋଇଛି ବୋଲି ରାଜସ୍ୱ ଓ ବପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି । ବିଧାୟକ ନାଉରୀ ନାୟକଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଭୂକମ୍ପ ସମୟରେ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ ଯବାନମାନଙ୍କୁ ସ୍ୱତନ୍ତ୍ର ତାଲିମ ଦିଆଯାଇଛି । ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକ ଜରୁରୀ କାଳୀନ ଯନ୍ତ୍ରପାତି ଯୋଗାଇ ଦିଆଯାଇଛି । ଭୂକମ୍ପ ନିରୋଧକ ଗୃହ ନିର୍ମାଣ ପାଇଁ ସ୍ୱତନ୍ତ୍ର ଗାଇଡ ଲାଇନ ରହିଛି ବୋଲି ମନ୍ତ୍ରୀ ଉତ୍ତରରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ