Masthead

ତାଳଚେର ଭୂକମ୍ପ ଜୋନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଅନୁଗୁଳ ଜିଲ୍ଳାର ତଳେଚେର ବ୍ଲକ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳକୁ କେନ୍ଦ୍ରସରକାରଙ୍କ ଏନଡିଏମଏ ଓ ବିଏମଟିପିସି ସଂସ୍ଥା ପକ୍ଷରୁ ଭୁକମ୍ପ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି । ୨୦୦୬ ମସିହାରେ ଏହା ଚିହ୍ନଟ ହୋଇଛି ବୋଲି ରାଜସ୍ୱ ଓ ବପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି । ବିଧାୟକ ନାଉରୀ ନାୟକଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଭୂକମ୍ପ ସମୟରେ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ ଯବାନମାନଙ୍କୁ ସ୍ୱତନ୍ତ୍ର ତାଲିମ ଦିଆଯାଇଛି । ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକ ଜରୁରୀ କାଳୀନ ଯନ୍ତ୍ରପାତି ଯୋଗାଇ ଦିଆଯାଇଛି । ଭୂକମ୍ପ ନିରୋଧକ ଗୃହ ନିର୍ମାଣ ପାଇଁ ସ୍ୱତନ୍ତ୍ର ଗାଇଡ ଲାଇନ ରହିଛି ବୋଲି ମନ୍ତ୍ରୀ ଉତ୍ତରରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ