Masthead

ଧାରଣାରେ ତାଳଚେର ବିଧାୟକ ପ୍ରାର୍ଥୀ

ତାଳଚେର (ବଡ଼ ଖବର ବ୍ୟୁରୋ): ତାଳଚେର ନିର୍ବାଚନମଣ୍ଡଳିର ବୁଥ ନଂ-୯୪,୯୬,୯୭ ରେ ମତଦାନ ସରିବା ପରେ ବିନା ୧୭ସି ଫର୍ମରେ ଇଭିଏମ ସିଲ କରାଯାଇଥିଲା ।ଯାହାକୁ ନେଇ ବିଜେପି ବିଧାୟକ ପ୍ରାର୍ଥୀ କାଳନ୍ଦୀ ସାମଲ ତୁରନ୍ତ ନିର୍ବାଚନ ରିଟର୍ଣ୍ଣିଂ ଅଫିସର ଉପଜିଲ୍ଲାପାଳ ମନୋଜ ତ୍ରିପାଠୀଙ୍କୁ ଜଣାଇଥିଲେ ।

ରିଟର୍ଣ୍ଣିଂ ଅଫିସର ତାଙ୍କ କଥାକୁ ଗୁରୁତ୍ୱ ଦେଇନଥିଲେ ବରଂ ଶ୍ରୀ ସମାଲଙ୍କୁ ରିଟର୍ଣ୍ଣିଂ ଅଫିସର ଧମକ ଦେଇଥିଲେ । ଯାହାଫଳରେ ଶ୍ରୀସାମଲ ନିଜ କର୍ମୀମାନଙ୍କୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ । ଶେଷରେ ରିଟର୍ଣ୍ଣିଂ ଅଫିସର ଆସି ଧାରଣା ସ୍ଥଳରେ ଆଶୁ ସମାଧାନ ଜରିଆରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିୟମ ଅନୁଯାୟୀ ଶୃଙ୍ଖଳିତ ଭାବେ ସମସ୍ତ କାର୍ଯ୍ୟ କରାଯିବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା