Masthead

କାବୁଲରେ ଲାଗିଲା ତାଲିବାନ ସରକାର ଗଠନର ହୋର୍ଡିଂ

କାବୁଲ(ବଡ଼ ଖବର ବ୍ୟୁରୋ):    ଆଫଗାନକୁ ଜବରଦଖଲ କରିବା ପରେ ଏବେ ତାଲିବାନ ସରକାର ଗଠନ କରିବାକୁ ନିଷ୍ପତି ନେଇଛି । ଆଜି ବିଧିବଦ୍ଧ ଭାବେ ତାଲିବାନୀ ଶାସନ ଆଫଗାନରେ ଆରମ୍ଭ ହେବାକୁ ଯାଉଛି । ଆଜି କ୍ୟାବିନେଟ ଘୋଷଣା ହେବା ପୂର୍ବରୁ ଆଫଗାନୀସ୍ତାନର ସୂଚନା ଓ ସସ୍କୃତି ମନ୍ତ୍ରୀଳୟ ପକ୍ଷରୁ କାବୁଲରେ ବଡ଼ବଡ଼ ହୋର୍ଡିିଂ ଲଗାଯାଇଛି । ଆଫଗାନର ସମ୍ପୂର୍ଣ୍ଣ ମାନଚିତ୍ରକୁ ବଦଳେଇ ଦେଇଛି ତାଲିବାନ । ଏପରିକି ନିଜ ପତାକା ବି ଉତ୍ତୋଳନ କରିଛି ତାଲିବାନ ।

ଆଫଗାନସ୍ତାନର ମଲ୍ଟି ମିଡିଆ ବ୍ରାଞ୍ଚ କଲଚର ମୁଖ୍ୟ ଅହମଦୁଲ୍ଲା ମୁତାକି ଟ୍ୱିଟର ଜରିଆରେ କାବୁଲରେ ଲାଗିଥିବା ହୋର୍ଡିଂର ଫୋଟୋ ଶେୟାର କରିଛନ୍ତି । ଆଜି କାବୁଲରେ ସରକାର ଗଠନ ହେବାକୁ ଥିବାରୁ ସବୁ ବରିଷ୍ଠ ନେତା କାବୁଲରେ ପହଞ୍ଚି ସାରିଲେଣି । ସୂଚନା ଅନୁଯାଇ ତାଲିବାନର ସହ ପ୍ରତିଷ୍ଠାତା ମୁଲ୍ଲା ଅବଦୁଲ ଘନି ବରଦାର ଆଫଗାନ ସରକାର ମୁଖ୍ୟ ଭାବେ କାର୍ଯ୍ୟ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା