Masthead

ଆଫଗାନରେ ନ୍ୟୁଜ ପଢିବେ ତାଲିବାନ ଆଙ୍କର

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ନ୍ୟୁଜ ପଢିବେ ତାଲିବାନ ଆଙ୍କର୍ । ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ମହିଳା ସମ୍ବାଦିକ ଆଙ୍କର ଉପରେ ପ୍ରତିବନ୍ଧକ ଲଗାଇଛି। ତାଲିବାନ ସରକାରୀ ନ୍ୟୁଜ୍ ଚ୍ୟାନେଲର ମହିଳା ନ୍ୟୁଜ୍ ଆଙ୍କରକୁ ହଟାଇ ଦେଇଛି। ବର୍ତ୍ତମାନ ତାଲିବାନ ଆଙ୍କର୍ ଟିଭିରେ ଖବର ପଢିବେ । ଖଦିଜା ଆମିନା ନାମକ ଜଣେ ମହିଳା ସରକାରୀ ନ୍ୟୁଜ୍ ଚ୍ୟାନେଲରେ ଆଙ୍କର୍ ଥିଲେ । ତାଙ୍କୁ ହଟାଇ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ