Masthead

କାବୁଲର ନିକଟତର ହେଉଛି ତାଲିବାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଗମ୍ଭୀର ହେଉଛି ଆଫଗାନ ସ୍ଥିତି । ପୂର୍ବରୁ ଅଞ୍ଚଳ ଦଖଲ କରିବା ପାଇଁ ଯୁଦ୍ଧ କରିବାକୁ ପଡୁଥିବା ବେଳେ ଏବେ ବିନା ଯୁଦ୍ଧରେ ଆଫଗାନର ପ୍ରଦେଶକୁ ଦଖଲକୁ ନେବାରେ ଲାଗିଛି ତାଲିବାନ । ଆଜି ବିନା ଯୁଦ୍ଧରେ ଆଫଗାନିସ୍ତାନର ପୂର୍ବ ଜାଲାଲାବାଦକୁ ଦଖଲକୁ ନେଇଛି ।

ବର୍ତ୍ତମାନ କାବୁଲକୁ ଖୁବଶୀଘ୍ର ତାଲିବାନ ନିଜ ଦଖଲକୁ ନେବାକୁ ପ୍ରଚେଷ୍ଟା ଚଳାଇଛି । ୧୯ଟି ପ୍ରଦେଶ ଦଖଲ କରି ସେଠାରେ ନିଜର ଶାସନ ଲାଗୁ କରିଥିବା ତାଲିବାନ ଆଜି ରାତିରୁ ରାଜଧାନୀ କାବୁଲ ଦଖଲ ପ୍ରକ୍ରିୟା ଜାରି ରଖିଛି । ଏହାରି ଭିତରେ ନିଜ ଦେଶର ସାଧାରଣ ନାଗରିକଙ୍କୁ ସ୍ଥାନାନ୍ତର କରିବା ପାଇଁ ଆମେରିକା ଅଧିକ ସୈନ୍ୟ ଆଫଗାନିସ୍ତାନକୁ ପଠାଇଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ