Masthead

ତାଲିବାନୀ ନେତା ନିଖୋଜ !

(ବଡ଼ ଖବର ବ୍ୟୁରୋ): ତାଲିବାନୀ ନେତା ନିଖୋଜ । ତାଲିବାନର ଦ୍ୱିତୀୟ ସର୍ବୋଚ୍ଚ ନେତା ଓ ଆଫଗାନ ସରକାରର ଉପ-ପ୍ରଧାନମନ୍ତ୍ରୀ ମୁଲା ଅବଦୁଲ ଘନି ବରାଦରଙ୍କର ନିଖୋଜ । ତାଙ୍କର କୌଣସି ପତା ମିଳୁନି । ସେ କେଉଁଠି ଅଛନ୍ତି, କେମିତି ଅଛନ୍ତି ସେନେଇ କୌଣସି ସୂଚନା ମିଳିପାରିନାହିଁ । ସୁସ୍ଥ କି ଅସୁସ୍ଥ, ଜୀବିତ ଅଛନ୍ତି କି ମୃତ, ତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ତାଲିବାନୀ କାବୁଲ ଦଖଲ କରିବା ପରେ ବରାଦର ତାଲିବାନର ସବୁଠୁ ବଡ଼ ନେତା ଭାବେ ବିଶ୍ୱ ସମ୍ମୁଖକୁ ଆସିଥିଲେ ।

କୁହାଯାଉଥିଲା ସେ ଆଫଗାନିସ୍ତାନର ଶାସନ ମୁଖ୍ୟ ହେବେ । ଏନେଇ ତାଲିବାନ ପକ୍ଷରୁ କୌଣସି ସ୍ପଷ୍ଟିକରଣ ଦିଆଯାଇନଥିଲା । ଏବେ ବରାଦରଙ୍କର ଏକ ଅଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି । ଯେଉଁଥିରେ ବରାଦର କହୁଛନ୍ତି, ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ସେ ଗୁଳିମାଡରେ ଆହତ ହୋଇନାହିଁନ୍ତି । ଯାହା ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ମିଛ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ