Masthead

ମୋଦିଙ୍କୁ ତାଲିବାନର ପ୍ରଶଂସା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ଲୋକଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍ ଟନର ଗହମ ବିନା ଶୁଳ୍କରେ ଯୋଗାଇ ଦେବା ପାଇଁ ମୋଦି ସରକାର ଘୋଷଣା କରିଛନ୍ତି । ଯାହାକୁ ନେଇ ଭାରତକୁ ପ୍ରଶଂସା କରିଛି ତାଲିବାନ । ଗୋଟିଏ ପଟେ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ତିକ୍ତତା ବୃଦ୍ଧି ପାଉଛି । କିନ୍ତୁ ଅନ୍ୟପଟେ ଭାରତକୁ ପ୍ରଶଂସା କରିଛି ତାଲିବାନ୍ ।

ଆଫଗାନିସ୍ତାନରେ ମୁଠାଏ ଖାଇବା ପାଇଁ ଲୋକେ ଯେଉଁଭଳି ଭାବେ ଡହଳବିକଳ ହେଉଛନ୍ତି ତାକୁ ଦୃଷ୍ଟିରେ ରଖି ଆଫଗାନିସ୍ତାନକୁ ଭାରତ ସହାୟତା କରିଥିବା ଏକ ସରକାରୀ ବୟାନରୁ ଜଣାପଡିଛି । ଆଉ ଭାରତର ଏହି ସହାୟତାକୁ ନେଇ ପ୍ରଶଂସା କରିଛି ତାଲିବାନ୍ । ତାଲିବାନ ପ୍ରବକ୍ତାଙ୍କ ଏନେଇ କହିଛନ୍ତି, ଭାରତର ଏହି ସହାୟତା ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କକୁ ମଜଭୁତ କରିବ । କେବଳ ଏତିକି ନୁହେଁ ତାଲିବାନର ପ୍ରବକ୍ତା ଆହୁରି ପ୍ରଶଂସା କରି କହିଛନ୍ତି, ଭାରତ ହେଉଛି ବିଶ୍ୱର ପ୍ରକୃତ ଲିଡର୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ